Truti Keunthi?

Truti Keunthi?

Paperback (13 Jun 2022) | Oriya

  • $20.13
Add to basket

Includes delivery to the United States

10+ copies available online - Usually dispatched within 7 days

Publisher's Synopsis

ତାଙ୍କର ସମସ୍ତ ଲେଖା ଜୀବନାନୁଭୂତିର ଗୋଟିଏଗୋଟିଏ ଅଂଶବିଶେଷ । କାର୍ଯ୍ୟାନୁଭୂତି, ଶିକ୍ଷାନୁଭୂତିରେ ପରିବେଷ୍ଟିତ ଶବ୍ଦ ପଂକ୍ତିଗୁଡିକ ଗମ୍ଭୀରତା, ସଂକଳ୍ପ ଓ ଅଭିମର୍ଶତାରେ ଭରପୁର । ସେଥିରେ ସମାଲୋଚନା ନଥାଏ, ଅନ୍ୱେଷଣ ଥାଏ । ସିଦ୍ଧାନ୍ତର ସ୍ପଷ୍ଟ ପଥ ଦେଖାଯାଏ । ଏଇ ଯେମିତି 'ତୃଟି କେଉଁଠି?' ଲେଖାଟିରେ ପ୍ରଫେସର ଉନ୍ମୋଚନ କରିଛନ୍ତି, ଅଭିଜ୍ଞତାର ଏକ ଧାରା । 'ତିନିଦିନିଆ ଶିବିର କାଳରେ ଛାତ୍ରମାନଙ୍କର କର୍ତ୍ତବ୍ୟପରାୟଣତା, ନିଷ୍ଠା ଓ ଆତ୍ମତୃପ୍ତିକୁ ପରଖିଛନ୍ତି । ବର୍ଷକୁ ଥରେ କ୍ୟାମ୍ପ ପାଇଁ ସରକାର ପଇସା ଦେଉଛି, ଆମେ କିନ୍ତୁ ନିଜେ ରୋଜଗାର କରି ଆଉ ଦୁଇତିନିଟା ଶିବିର କରିବୁ, ଟ୍ୟୁସନ୍ କରି । ପିଲାଙ୍କ ଏହି ପ୍ରସ୍ତାବ ଭିତରେ ସେ ଆତ୍ମହରା ହୋଇଯାଇଛନ୍ତି । କି ସଫଳ ପରୀକ୍ଷଣ ସତରେ! କାରଣ ଦିନେ ସେଇ ପିଲାଙ୍କର ବଦନାମ ଥିଲା ଯେ ଜାତୀୟ ସେବା ଯୋଜନାର ଖରାଦିନିଆ ଶିବିରରେ ଦୈନିକ କାହିଁକି ମାଛମାଂସ ଦିଆଗଲାନି ବୋଲି କ୍ୟାମ୍ପ ଶେଷଦିନ କୂଅରେ ଦରି, ପେଟ୍ରୋମାକ୍ସ ପକାଇଥିଲେ । ସ୍ତମ୍ଭକାର କାହାକୁ ନିନ୍ଦା କରିନାହାନ୍ତି, ସମାଲୋଚନା କରି ନାହାନ୍ତି, କେବଳ ପ୍ରଶ୍ନ ମାଧ୍ୟମରେ ସଂଗଠକଙ୍କ ଭିତରେ ଥିବା ତୃଟି ଅନ୍ୱେଷଣ କରିଛନ୍ତି ।


Book information

ISBN: 9781645602866
Publisher: Black Eagle Books
Imprint: Black Eagle Books
Pub date:
Language: Oriya
Number of pages: 266
Weight: 340g
Height: 216mm
Width: 140mm
Spine width: 15mm